www.samajalive.in
Saturday, December 6, 2025
26.1 C
Bhubaneswar

ଗୋରୁ ବୋଝେଇ ଗାଡି ଜବତ, ଦୁଇ ଗିରଫ

ଭଦ୍ରକ: ଭଦ୍ରକ ଜିଲ୍ଲା ପୁରୁଣା ବଜାର ଥାନା ବନ୍ତ ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି। ବେଆଇନ ଭାବେ ଗୋରୁ ଚାଲାଣ ବେଳେ ଧରାପଡିଲା ଗୋରୁ ବୋଝେଇ ପିକଅପ୍ ଭ୍ୟାନ୍ । ବନ୍ତ ଅଞ୍ଚଳରୁ ଏକ ପିକଅପ୍ ଭ୍ୟାନ୍ ଗୋରୁ ବୋଝେଇ କରି ଭଦ୍ରକ ଆଡକୁ ଆସୁଥିଲା। ପୁଲିସ ଏ ନେଇ ବିଶେଷ ସୂତ୍ରରୁ ଖବର ପାଇଥିଲା। ପୂର୍ବ ସୂଚନା ଅନୁଯାୟୀ ପୁଲିସ୍ ବନ୍ତ ଛକ ନିକଟରେ ଛକି ବସିଥିଲା। ରାତିରେ ଗୋରୁ ବୋଝେଇ କରି ଚାଲାଣ କରିବାକୁ ଉଦ୍ୟମ କରୁଥିବାବେଳେ ପୁଲିସ୍ ଧରିବାରେ ସକ୍ଷମ ହୋଇଛି। ଏକ ଛୋଟ ପିକଅପ ଭ୍ୟାନରେ ପୁଲିସ୍ ଗୋରୁ ମାନଙ୍କୁ ଅତି ନିର୍ମମ ଭାବେ ଲଦି କରି ନେଉଥିଲା। ପୁଲିସ୍ ଏହି ଘଟଣାରେ  ଦୁଇଜଣଙ୍କୁ ଗିରଫ କରିଥିବା ସୂଚନା ମିଳିଛି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories