www.samajalive.in
Saturday, December 6, 2025
26.1 C
Bhubaneswar

ଗ୍ୟାସ୍ ଟାଙ୍କି ଫାଟି ୩ ଗୁରୁତର, ନିଆଁ ଆୟତ୍ତ

ଭଦ୍ରକ: ଗ୍ୟାସ୍ ଟାଙ୍କି ଫାଟି ଗୋଟିଏ ପରିବାରର ୩ ଗୁରୁତର। ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ ଉଚ୍ଚପଦାସ୍ଥିତ ଗୁଡିଆ ସାହିରେ ଅଭାବନୀୟ ଘଟଣା ଘଟିଛି। ଆଜି ସକାଳେ ବୃନ୍ଦାବନ ସାହୁଙ୍କ ଘରେ ରୋଷେଇ ହେଉଥିବାବେଳେ ପ୍ରଥମେ ଗ୍ୟାସ୍ ଲିକ୍ ହୋଇଥିଲା।  ହଠାତ୍ ଟାଙ୍କି ଫାଟି ଯାଇ ଅଗ୍ନିକାଣ୍ଡ ଘଟିଥିଲା।  ଏଥିରେ ଗୋଟିଏ ପରିବାରର ୩ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଭଦ୍ରକ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ପରେ ଖବର ପାଇ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି।

Hot this week

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

Related Articles

Popular Categories