www.samajalive.in
Monday, December 8, 2025
17.1 C
Bhubaneswar

ବାଂଲାଦେଶୀ ସନ୍ଦେହରେ ୬ ଅଟକ

ଭଦ୍ରକ: ଅଟୋରେ ଯାଉଥିବାବେଳେ ବାଂଲାଦେଶୀ ସନ୍ଦେହରେ ୬ ଜଣକୁ ଅଟକ ରଖି ପୁଲିସର ଜିମା ଦେଲେ ସ୍ଥାନୀୟ ଲୋକ। ଯାହାକୁ ନେଇ ଘଟଣା ସ୍ଥଳରେ ଉତ୍ତେଜନା ଲାଗି ରହିଥିଲା । ଆଜି ସକାଳେ ବାସୁଦେବପୁର ବଜାରର ହାଇସ୍କୁଲ ଛକ ନିକଟରେ ଏକ ଅଟୋରେ ୬ଜଣ ଯାଉଥିବା ବେଳେ ବାଂଲାଦେଶୀ ସନ୍ଦେହରେ ସ୍ଥାନୀୟ ଲୋକମାନେ ଅଟକାଇଥିଲେ । ଏବଂ ସେମାନଙ୍କର ପରିଚୟ ମାଗିଥିଲେ । କିନ୍ତୁ ସେମାନଙ୍କ ପରିଚୟ ଠିକ ଭାବରେ ଦେଇନପାରିବାରୁ ଘଟଣା ସ୍ଥଳରେ ଉତ୍ତେଜନା ଲାଗି ରହିଥିଲା । ପରେ ସ୍ଥାନୀୟ ଲୋକେ ଡ୍ରାଇଭରକୁ ମାଡ ମାରିବା ସହିତ ବାସୁଦେବପୁର ଥାନାକୁ ଖବର କରିଥିଲେ। ଖବରପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ସେମାନଙ୍କୁ ଥାନାକୁ ନେଇ ପଚରାଉଚରା କରିଛି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories