www.samajalive.in
Tuesday, December 9, 2025
17.1 C
Bhubaneswar

ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ, ଶାଶକୁ ୩ ବର୍ଷ ଜେଲ

ଭଦ୍ରକ: ଯୌତୁକ ପାଇଁ ପତ୍ନୀକୁ ହତ୍ୟା କରିଥିବା ଦୋଷୀକୁ ଆଜୀବନ କାରାଦଣ୍ଡ। ପତ୍ନୀହନ୍ତା ପୂର୍ଣ୍ଣଚନ୍ଦ୍ର ବେହେରାଙ୍କୁ ଆଜୀବନ କାରାଦଣ୍ଡାଦେଶ ଦେଲେ ଏଡିଜେ। ୨୦୧୫ରେ ସାବରଙ୍ଗ ଥାନା ଜିତନଗାରେ ପତ୍ନୀଙ୍କୁ ପୋଡ଼ି ମାରିଥିଲା ପୂର୍ଣ୍ଣଚନ୍ଦ୍ର। ଘଟଣାରେ ସମ୍ପୃକ୍ତ ଶାଶୁଙ୍କୁ ମଧ୍ୟ ୩ ବର୍ଷ ସଶ୍ରମ କାରାଦଣ୍ଡାଦେଶ ଶୁଣାଇଲେ ଏଡିଜେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories