www.samajalive.in
Tuesday, December 9, 2025
16.1 C
Bhubaneswar

ବନ୍ୟା ସ୍ରୋତରେ ଭାସିଯାଇ ଯୁବକ ମୃତ

ଭଦ୍ରକ: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ୍ ଅନ୍ତର୍ଗତ ନୌରଙ୍ଗପୁର ଗାଁରେ ବନ୍ୟା ଜଳରେ ଭାସିଯାଇ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକଙ୍କ ନାଁ ସୁଜୟ ରାଉତ(୧୮)। ସୁଜୟଙ୍କୁ ଉଦ୍ଧାର କରି ପରିବାର ଲୋକେ ଯାଜପୁର ଡାକ୍ତରଖାନା ନେଇଥିଲେ। ମାତ୍ର ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିବା ଜଣାପଡ଼ିଛି।

 

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories