www.samajalive.in
Saturday, December 6, 2025
23.1 C
Bhubaneswar

୨ ବାଇକ ମୁହାଁମୁହିଁ ଧକ୍କାରେ ଜଣେ ମୃତ

ଭଦ୍ରକ: ପୁଣି ଜୀବନ ନେଲା ସଡ଼କ ଦୁର୍ଘଟଣା। ୨ ବାଇକ ମୁହିଁମୁହିଁ ଧକ୍କାରେ ଜଣଙ୍କ ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ୩ଜଣ ଗୁରୁତର ହୋଇଛି ସ୍ଥାନୀୟ ମେଡ଼ିକାଲରେ ଚିକିତ୍ସିତ ହେଉଛନ୍ତି। ଧାମନଗର ବୃଦ୍ଧାଶ୍ରମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

Related Articles

Popular Categories