www.samajalive.in
Monday, December 8, 2025
27.1 C
Bhubaneswar

ଷ୍ଟାଫ ନର୍ସଙ୍କ୍‌‌ ଆତ୍ମହତ୍ୟା ଉଦ୍ୟମ, ଡାକ୍ତର ବ୍ଲାକମେଲିଂ କରୁଥିବା ଅଭିଯୋଗ

ଭଦ୍ରକ: ଡାକ୍ତର ଓ ନର୍ସ ବ୍ଲାକମେଲିଂ କରୁଥିବା ଅଭିଯୋଗ ଆଣି ଭଦ୍ରକ ଜିଲା ମୁଖ୍ୟ ହସ୍ପିଟାଲରେ କାର୍ଯ୍ୟରତ ଷ୍ଟାଫ ନର୍ସ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଭଦ୍ରକ ରେଲୱେ ଷ୍ଟେସନରେ ଆତ୍ମହତ୍ୟା ପାଇଁ ଉଦ୍ୟମବେଳେ ତାଙ୍କୁ ଆରପିଏଫ ଦ୍ୱାରା ଉଦ୍ଧାର କରାଯାଇଛି। ଗୁରୁତର ଅବସ୍ଥାରେ ଉଦ୍ଧାର ପରେ ଜିଲା ମୁଖ୍ୟ ହସ୍ପପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।

ଆତ୍ମହତ୍ୟା ଉଦ୍ୟମ କରିଥିବା ନର୍ସ ଭଦ୍ରକ ଜିଲା ମୁଖ୍ୟ ହସ୍ପିଟାଲର ଡାକ୍ତର ଏବଂ ନର୍ସ ତାଙ୍କୁ ବ୍ଲାକ ମେଲିଂ କରୁଥିବା ଅଭିଯୋଗ କରିଛନ୍ତି।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories