ପ୍ରତି ଭାଗବତ ଟୁଙ୍ଗିକୁ ମିଳିବ ୫୦ ହଜାର ଟଙ୍କା

ଭୁବନେଶ୍ୱର : ରାଜ୍ୟର ପ୍ରତି ଭାଗବତ ଟୁଙ୍ଗିକୁ ମିଳିବ ୫୦ ହଜାର ଟଙ୍କା । ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟରେ ଥିବା ୭୨୦୦ ଭାଗବତ ଟୁଙ୍ଗି ସହାୟତା ପାଇବେ । ରାଜ୍ୟରେ ଥିବା ଭାଗବତ ଟୁଙ୍ଗିଗୁଡିକୁ ଅଧିକ କ୍ରିୟାଶୀଳ କରିବା ନିମନ୍ତେ ଏଭଳି ଘୋଷଣା କରାଯାଇଛି ।

Comments are closed.