www.samajalive.in
Saturday, December 6, 2025
23.1 C
Bhubaneswar

ଭାଗଲପୁର ବିସ୍ଫୋରଣରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାଗଲପୁର ଠାରେ ବିସ୍ଫୋରଣରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଲାଗି ଦୁଃଖ ପ୍ରକାଶ କରିଛନ୍ତି। ଏହି ଘଟଣା ସମ୍ପର୍କରେ ପ୍ରଧାନମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସହ କଥାବାର୍ତ୍ତା କରିବା ସହିତ କହିଛନ୍ତି ଯେ ପ୍ରଶାସନ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛି ଏବଂ ପୀଡିତମାନଙ୍କୁ ସମସ୍ତ ପ୍ରକାର ସହାୟତା ଯୋଗାଇ ଦିଆଯାଉଛି।


ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି, ବିହାରର ଭାଗଲପୁରରେ ବିସ୍ଫୋରଣ ଯୋଗୁଁ ଜୀବନ ହାନି ହେବାର ଖବର ଦୁଃଖିତ କରିଛି। ଆହତଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି। ଏହି ଘଟଣା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ସହ କଥା ହୋଇଛି। ପ୍ରଶାସନ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛି ଏବଂ ପୀଡିତମାନଙ୍କୁ ଯଥା ସମ୍ଭବ ସହାୟତା ଦିଆଯାଉଛି।

Hot this week

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

Related Articles

Popular Categories