www.samajalive.in
Sunday, December 14, 2025
23.1 C
Bhubaneswar

ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ ଅସୁସ୍ଥ

ସମାଜ ଡିଜିଟାଲ ଡେସ୍କ: ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ ଅସୁସ୍ଥ ହୋଇପଡ଼ିଛନ୍ତି। ଡାକ୍ତରଙ୍କ ପରାମର୍ଶକ୍ରମେ ତାଙ୍କୁ ଶୁକ୍ରବାର ମୋହାଲିର ​ଫୋର୍ଟିସ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଗତ ୨ ଦିନ ଧରି ସେ ଅସୁସ୍ଥତା ଅନୁଭବ କରୁଥିଲେ।

ମିଳିଥିବା ସୂଚନା ଅନୁସାରେ, ମାନ ଭାଇରାଲ ଜ୍ବରରେ ଆକ୍ରାନ୍ତ ହୋଇଛନ୍ତି। ତା’ ସହିତ ବଦହଜମି ସମସ୍ୟା ମଧ୍ୟ ଦେଖାଦେଇଛି। ପ୍ରଥମେ ସେ ଘରେ ରହି ଚିକିତ୍ସିତ ହେଉଥିଲେ। ହେଲେ ସ୍ଵାସ୍ଥ୍ୟରେ କୌଣସି ପରିବର୍ତ୍ତନ ନ ଆସିବା ଏବଂ ରକ୍ତଚାପରେ ଅସ୍ଥିରତା ଦେଖାଦେବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Hot this week

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

Related Articles

Popular Categories