www.samajalive.in
Monday, November 17, 2025
17.1 C
Bhubaneswar

ଭଣ୍ଡାରିପୋଖରୀ ନିର୍ବାଚନ ଅନିୟମିତତା ମାମଲା ଖାରଜ କଲେ ହାଇକୋର୍ଟ

ସମାଜ ଡିଜିଟାଲ ଡେସ୍କ: ଭଣ୍ଡାରିପୋଖରୀ ବିଧାନସଭା ନିର୍ବାଚନୀ ମାମଲାକୁ ଗୁରୁବାର ଖାରଜ କରିଦେଇଛନ୍ତି ହାଇକୋର୍ଟ। ମାମଲା ପରିଚାଳନା ପାଇଁ କୋର୍ଟଙ୍କ ପକ୍ଷରୁ ଗେଜେଟ ନୋଟିଫିକେସନ ଜାରି ହୋଇଥିଲେ। ହେଲେ ଏହି ମାମଲା ଦାୟର କରିଥିବା ଆବେଦନକାରୀଙ୍କ ମୃତ୍ୟୁ ହୋଇସାରିଛି। ତେଣୁ ନିର୍ଦ୍ଧାରିତ ସମୟରେ କୌଣସି ଆବେଦନକାରୀ ପକ୍ଷ ନ ରଖିବାରୁ ସର୍ବୋଚ୍ଚ ନ୍ୟାୟାଳୟ ମାମଲା ଖାରଜ କରିଦେଇଛନ୍ତି। ସୂଚନାଯୋଗ୍ୟ, ଭଣ୍ଡାରିପୋଖରୀ ନିର୍ବାଚନରେ ଅନିୟମିତତା ହୋଇଥିବା ନେଇ ଆବେଦନକାରୀଙ୍କ ପକ୍ଷରୁ ମାମଲା ଦାୟର କରାଯାଇଥିଲା।

Hot this week

୩ କି.ମି ପାହାଡ଼ ଚଢ଼ି ଦୁଃଖ ବୁଝିଲେ ବିଡିଓ

ନନ୍ଦାହାଣ୍ଡି: ଦୁର୍ଗମ ଅଞ୍ଚଳବାସିନ୍ଦା ସରକାରୀ ସୁବିଧାସୁଯୋଗରୁ ଯେପରି ବଞ୍ଚିତ ନହୁଅନ୍ତି ତାହାକୁ...

ଅସରନ୍ତି ଦୁଃଖର ଅନ୍ଧାରି ଉପତ୍ୟକା ତେଣ୍ଡା

କପ୍ତିପଦା: ଆକାଶର ଆଉଟା କିରଣ ପଡ଼ିଲେ ତରତର ହୁଏ ତେଣ୍ଡା। ଅନ୍ଧାରର...

ଖସୁଛି ପାରଦ, ବଢ଼ୁଛି ଜାଡ଼

ଭୁବନେଶ୍ବର/ଘୁ. ଉଦୟଗିରି: ସାରା ରାଜ୍ୟରେ ସଞ୍ଜ ନଇଁବା ମାତ୍ରେ ମାଡ଼ି ଆସୁଛି...

ରୋହିଣୀଙ୍କୁ ଚପଲ ଫିଙ୍ଗିଲେ ତେଜସ୍ବୀ

ପାଟନା: ବିହାର ନିର୍ବାଚନରେ ଲାଲୁପ୍ରସାଦ ଯାଦବଙ୍କ ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି)ର...

ଆଗକୁ ରାଜ୍ୟସଭା ନିର୍ବାଚନ: ମୋହନଙ୍କ ପାଇଁ ଆହ୍ବାନ

ଭୁବନେଶ୍ବର: ଡବଲ ଇଞ୍ଜିନ ସରକାରଙ୍କ ୧୭ ମାସର ଶାସନ ପରେ ବିଜେପି...

Related Articles

Popular Categories