www.samajalive.in
Monday, December 15, 2025
26.1 C
Bhubaneswar

ଦନ୍ତା ହାତୀର ରକ୍ତାକ୍ତ ମୃତଦେହ ଠାବ

ଭଞ୍ଜନଗର : ଥମୁନି ହାତୀ-ମଣିଷ ଲଢେଇ। କେତେବେଳେ ହାତୀ ଆକ୍ରମଣରେ ମଣିଷ ତାର ବହୁମୂଲ୍ୟ ଜୀବନ ହରାଉଛି ତ ଆଉ କେତେବେଳେ ହାତୀର ମୃତ୍ୟୁ ଘଟୁଛି। ଆଜି ଏକ ଦନ୍ତା ହାତୀର ରକ୍ତାକ୍ତ ମୃତଦେହ ଠାବ ହୋଇଛି। ଗଞ୍ଜାମ ଭଞ୍ଜନଗର ମୁଜାଗଡ ବନାଞ୍ଚଳ ବଣିଆପାଲି ସଂରକ୍ଷିତ ଜଙ୍ଗଲରୁ ଏକ ଦନ୍ତାହାତୀର ମୃତଦେହ ଠାବ ହୋଇଛି। ହାତୀଟିର ପାଟିରୁ ରକ୍ତ ବାହାରୁଥିବାରୁ କେହି ଶିକାରୀ ଗୁଳି କରିଥିବା ସନ୍ଦେହ କରାଯାଉଛି। ତେବେ ପୋଷ୍ଟମର୍ଟମ ହେବା ପରେ ସବୁ ସତ୍ୟାସତ୍ୟ ସ୍ପଷ୍ଟ ହେବ ବୋଲି ଡିଏଫ୍ଓ କହିଛନ୍ତି।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories