କାନ୍ସ ଚଳଚ୍ଚିତ୍ର ଉତ୍ସବରେ ଭାରତ ପ୍ୟାଭିଲିୟନ ଉଦଘାଟିତ

ଡେସ୍କ: କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ସଚିବ ସଞ୍ଜୟ ଜାଜୁଙ୍କ ସହ ଫ୍ରାନ୍ସ ଏବଂ ମୋନାକୋରେ ଅବସ୍ଥାପିତ ଭାରତର ରାଷ୍ଟ୍ରଦୂତ ଜାଭେଦ ଅଶରଫ ଆଜି ଫ୍ରାନ୍ସର କାନ୍ସ ୨୦୨୪ରେ ଭାରତ ପ୍ୟାଭିଲିୟନକୁ ଉଦଘାଟନ କରିଛନ୍ତି। କାନ୍ସ ଚଳଚ୍ଚିତ୍ର ଉତ୍ସବରେ ଭାରତ ପ୍ରଥମ ଥର ପାଇଁ ଭାରତ ପର୍ବ ଆୟୋଜନ କରୁଛି। କାନ୍ସରେ ଥିବା ଭାରତ ପ୍ୟାଭିଲିୟନ ଭାରତୀୟ ଚଳଚ୍ଚିତ୍ର ସମୁଦାୟ ପାଇଁ ବିଭିନ୍ନ କାର୍ଯ୍ୟକଳାପରେ ନିୟୋଜିତ ହେବାପାଇଁ ଏକ ପ୍ଲାଟଫର୍ମ ଭାବରେ କାର୍ଯ୍ୟ କରିବ। ଏଥିରେ … Continue reading କାନ୍ସ ଚଳଚ୍ଚିତ୍ର ଉତ୍ସବରେ ଭାରତ ପ୍ୟାଭିଲିୟନ ଉଦଘାଟିତ