www.samajalive.in
Monday, December 15, 2025
16.1 C
Bhubaneswar

ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀ ସିଂହ

ମୁମ୍ବାଇ : କମେଡିଆନ୍ ଭାରତୀ ସିଂହ ଆଜି ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିଛନ୍ତି। ଶ୍ରୀମନ୍ଦିର ପ୍ରଶାସନକୁ ୫୧ ହଜାର ଦାନ କରିଛନ୍ତି କମେଡିଆନ ଭାରତୀ ସିଂହ । ପୁଣି ଆସନ୍ତା ବର୍ଷକୁ ହର୍ଶ ଓ ପୁରା ପରିବାରକୁ ନେଇ ଆସିବାକୁ ଇଛା ରଖିଛନ୍ତି ଭାରତୀ । ଏଥିସହିତ ଭାରତୀଙ୍କ ମାଆ ଆଉ ଶାଶୁଙ୍କ ଚାରିଧାମ ବୁଲିବାର ଇଛା ପୂରଣ ହୋଇଛି ବୋଲି ଭାବବିହ୍ଵଳ ହୋଇ ଭାରତୀ କହିଛନ୍ତି । ଅନ୍ୟପଟରେ ଭାରତୀ ୫୧ ହଜାର ଦାନ ମଧ୍ୟ କରିଛନ୍ତି ।

Hot this week

ନାବାଳିକା ଝିଅକୁ ମା’ର ବଳି ଉଦ୍ୟମ !

ଜୟପୁର: କୋରାପୁଟ ଜିଲା ଜୟପୁର ଜଳସେଚନ କଲୋନୀ ତଳି ଅଞ୍ଚଳରେ ନାବାଳିକା...

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

Related Articles

Popular Categories