www.samajalive.in
Sunday, December 14, 2025
19.1 C
Bhubaneswar

ପୂର୍ବ ଶତ୍ରୁତାରୁ ଆକ୍ରମଣ, ୨ ଆହତ

ଭୁବନେଶ୍ବର: ଭରତପୁରରେ ଜଣେ ଯୁବକଙ୍କ ଖଣ୍ଡା ଆକ୍ରମଣରେ ଜଣେ ବୃଦ୍ଧ ଓ ଜଣେ ଯୁବକ ଆହତ ହୋଇଥିବା ସୂଚନା ମିଳିଛି। ପୂର୍ବ ଶତ୍ରୁତାରୁ ଏହି ଆକ୍ରମଣ ହୋଇଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

Related Articles

Popular Categories