www.samajalive.in
Saturday, December 6, 2025
15.1 C
Bhubaneswar

ହୋଟେଲ ମାଲିକଙ୍କୁ ମରଣାନ୍ତକ ଆକ୍ରମଣ ମାମଲା; ମୁଖ୍ୟ ଅଭିଯୁକ୍ତ ଗିରଫ

ଭୁବନେଶ୍ବର: ଗତ ଦୁର୍ଗାପୂଜା ସମୟରେ ବରମୁଣ୍ଡା ହାଉସିଂ ବୋର୍ଡ କଲୋନୀରେ ଜଣେ ହୋଟେଲ ମାଲିକଙ୍କୁ ମରଣାନ୍ତକ ଆକ୍ରମଣ ମାମଲାରେ ରବିବାର ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଛି ଭରତପୁର ଥାନା ପୁଲିସ। ଘଟଣାର ମାସେ ପରେ ମୁଖ୍ୟ ଅଭିଯୁକ୍ତ ମାଲିଙ୍ଗା ଗିରଫ ହୋଇଛି।

ସୂଚନାଯୋଗ୍ୟ, ଅକ୍ଟୋବର ୨୬ ତାରିଖରେ ମାଲିଙ୍ଗା ଓ ତାର ସହଯୋଗୀମାନେ ହୋଟେଲ ଭିତରେ ପଶି ମାରଣାସ୍ତ୍ର ଧରି ଆତଙ୍କ ଖେଳାଇଥିଲେ। ହୋଟେଲ ମାଲିକଙ୍କୁ ଗୋଡ଼ାଇ ହାଣିବା ସହ ଅର୍ଦ୍ଧନିର୍ମିତ ଲିଫ୍ଟର ଉପର ମହଲାରୁ ତଳକୁ ଠେଲି ଦେଇଥିଲେ।

- Advertisement -

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories