ଏଡିଜିଙ୍କ ନିକଟରେ ତଦନ୍ତ ରିପୋର୍ଟ ଦାଖଲ କଲା କ୍ରାଇମବ୍ରାଞ୍ଚ
ସମାଜ ଡିଜିଟାଲ ଡେସ୍କ: କ୍ୟାପଟେନ ଓ ବାନ୍ଧବୀଙ୍କୁ ଭରତପୁର ଥାନାରେ ଦୁର୍ବ୍ୟବହାର ଘଟଣାରେ ତଦନ୍ତ ରିପୋର୍ଟ ଦାଖଲ କରିଛି କ୍ରାଇମବ୍ରାଞ୍ଚ। ଏଡିଜି ଅରୁଣ ବୋଥ୍ରାଙ୍କ ନିକଟରେ ରିପୋର୍ଟ ଦାଖଲ କରିଛି ତଦନ୍ତକାରୀ ଟିମ୍। ନିଲମ୍ବିତ ପୁଲିସ ଅଧିକାରୀଙ୍କ ବୟାନ ରେକର୍ଡ କରାଯାଇଛି। ପୀଡିତାଙ୍କ ପକ୍ଷକୁ ନେଇ ମଧ୍ୟ ରିପୋର୍ଟରେ ଦର୍ଶାଯାଇଛି। ଥାନାରୁ ସମସ୍ତ ଦସ୍ତାବିଜ ସଂଗ୍ରହ କରାଯିବା ସହ ନିଲମ୍ବିତ ପୁଲିସ ଅଧିକାରୀଙ୍କ ବୟାନ ରେକର୍ଡ ହୋଇଛି। ଜାତୀୟ ମହିଳା କମିଶନଙ୍କୁ ମଧ୍ୟ ରିପୋର୍ଟ ପଠାଇଛି କ୍ରାଇମବ୍ରାଞ୍ଚ। … Continue reading ଏଡିଜିଙ୍କ ନିକଟରେ ତଦନ୍ତ ରିପୋର୍ଟ ଦାଖଲ କଲା କ୍ରାଇମବ୍ରାଞ୍ଚ
Copy and paste this URL into your WordPress site to embed
Copy and paste this code into your site to embed