ମେଜର ଓ ବାନ୍ଧବୀକୁ ଦୁର୍ବ୍ୟବହାର ଘଟଣା ; ଧରାପଡିଲେ ୭ ରୋଡ୍‌ ରୋମିଓ..

ଭୁବନେଶ୍ୱର : ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀକୁ ଦୁର୍ବ୍ୟବହାର ଘଟଣାରେ ଶୁକ୍ରବାର ୭ ଜଣ ରୋଡ୍‌ ରୋମିଓ କମିଶନରେଟ୍‌ ପୁଲିସ ହାତରେ ଧରାପଡିଛନ୍ତି। ସିସିଟିଭି ଆଧାରରେ ୭ ଜଣଙ୍କୁ ଧରାଯାଇଥିବା ବେଳେ ସେମାନଙ୍କୁ ଚନ୍ଦକା ଥାନାରେ ଅଟକ ରଖି ପଚରାଉଚରା କରାଯାଉଛି।ଚନ୍ଦକା ଥାନାରେ କ୍ରାଇମବ୍ରାଞ୍ଚ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି । ସୂଚନା ଯୋଗ୍ୟ, ୧୫ ତାରିଖରେ ପଥରଗାଡିଆ ନିକଟରେ ୧୦ରୁ ୧୨ଜଣ ଦୁର୍ବୃତ୍ତ ଆସି ମେଜର ଓ ତାଙ୍କ ବାନ୍ଧବୀକୁ ଦୁର୍ବ୍ୟବହାର … Continue reading ମେଜର ଓ ବାନ୍ଧବୀକୁ ଦୁର୍ବ୍ୟବହାର ଘଟଣା ; ଧରାପଡିଲେ ୭ ରୋଡ୍‌ ରୋମିଓ..