www.samajalive.in
Saturday, December 13, 2025
23.1 C
Bhubaneswar

ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲା: ନିଲମ୍ବିତ ପୁଲିସ ଅଧିକାରୀଙ୍କୁ ମିଳିଲାନି ଅନ୍ତରୀଣ ସୁରକ୍ଷା

ସମାଜ ଡିଜିଟାଲ ଡେସ୍କ: ଭରତପୁର ଥାନାରେ ସେନା ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ୫ ନିଲମ୍ବିତ ପୁଲିସ ଅଧିକାରୀଙ୍କୁ ମିଳିଲାନି ଅନ୍ତରୀଣ ସୁରକ୍ଷା। ଅନ୍ତରୀଣ ସୁରକ୍ଷା ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ୫ ପୁଲିସ ଅଧିକାରୀ। ଶୁକ୍ରବାର ନିଲମ୍ବିତ ଆଇଆଇସିଙ୍କ ବ୍ୟତୀତ ଅନ୍ୟ ୪ ଜଣଙ୍କର ଅନ୍ତରୀଣ ସୁରକ୍ଷା ମାମଲାର ଶୁଣାଣି କରି କୋର୍ଟ ଅନ୍ତରୀଣ ସୁରକ୍ଷା ପାଇଁ ମନା କରିଦେଇଛନ୍ତି। ସେହିପରି ମାମଲାର ତଦନ୍ତ ସ୍ଥିତି ଏବଂ କେସ୍ ଡାଏରୀ ପ୍ରଦାନ ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଅବକାଶ ଛୁଟି ପରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ କୋର୍ଟ ଦିନ ଧାର୍ଯ୍ୟ କରିଛନ୍ତି।

Hot this week

ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଡାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

ଫୁଟବଲର କିଙ୍ଗ୍‌ ଲିଓନେଲ୍‌ ମେସିଙ୍କୁ ଭେଟିଲେ ଶାହାରୁଖ

ସମାଜ ଡିଜିଟାଲ ଡେସ୍କ: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲ ଷ୍ଟାର ଲିଓନେଲ୍‌ ମେସି...

Related Articles

Popular Categories