ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲା: ନିଲମ୍ବିତ ପୁଲିସ ଅଧିକାରୀଙ୍କୁ ମିଳିଲାନି ଅନ୍ତରୀଣ ସୁରକ୍ଷା

ସମାଜ ଡିଜିଟାଲ ଡେସ୍କ: ଭରତପୁର ଥାନାରେ ସେନା ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ୫ ନିଲମ୍ବିତ ପୁଲିସ ଅଧିକାରୀଙ୍କୁ ମିଳିଲାନି ଅନ୍ତରୀଣ ସୁରକ୍ଷା। ଅନ୍ତରୀଣ ସୁରକ୍ଷା ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ୫ ପୁଲିସ ଅଧିକାରୀ। ଶୁକ୍ରବାର ନିଲମ୍ବିତ ଆଇଆଇସିଙ୍କ ବ୍ୟତୀତ ଅନ୍ୟ ୪ ଜଣଙ୍କର ଅନ୍ତରୀଣ ସୁରକ୍ଷା ମାମଲାର ଶୁଣାଣି କରି କୋର୍ଟ ଅନ୍ତରୀଣ ସୁରକ୍ଷା ପାଇଁ ମନା କରିଦେଇଛନ୍ତି। ସେହିପରି ମାମଲାର ତଦନ୍ତ ସ୍ଥିତି ଏବଂ କେସ୍ ଡାଏରୀ ପ୍ରଦାନ ପାଇଁ … Continue reading ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲା: ନିଲମ୍ବିତ ପୁଲିସ ଅଧିକାରୀଙ୍କୁ ମିଳିଲାନି ଅନ୍ତରୀଣ ସୁରକ୍ଷା