www.samajalive.in
Tuesday, December 9, 2025
16.1 C
Bhubaneswar

ବାଇକରୁ ୫ଲକ୍ଷ ଟଙ୍କା ଜବତ

ଭବାନୀପାଟଣା: କଳାହାଣ୍ଡି ଜିଲା ଜୟପାଟଣା ଥାନା ଅନ୍ତର୍ଗତ ଖୁଟୁଲଗୁଡା ଛକ ନିକଟରେ ନିର୍ବାଚନ ଫ୍ଲାଇଙ୍ଗି ସ୍କାର୍ଡ ତରଫରୁ ଅଚାନକ ଭାବେ ଚଢାଉ କରାଯାଇ ଏକ ବାଇକ(ଓଆର୦୮ଜି ୬୯୬୩)ରୁ ୫ଲକ୍ଷ ଟଙ୍କା ଜବତ କରାଯାଇଛି। ପୁଲିସ୍ ଦୁଇ ଜଣଙ୍କୁ ଅଟକ ରଖୂ ପଚରାଉଚରା କରୁଥିବା ଜଣାପଡିଛି।

Hot this week

ସେନସେକ୍ସ ୬୧୦ ପଏଣ୍ଟ ଓ ନିଫ୍ଟି ୨୨୬ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ : ଘରୋଇ ଇକ୍ୱିଟି ସୂଚକାଙ୍କ ସୋମବାର ହ୍ରାସ ପାଇଛି। ସୂଚକାଙ୍କଗୁଡ଼ିକ...

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

Related Articles

Popular Categories