www.samajalive.in
Monday, December 8, 2025
27.1 C
Bhubaneswar

ରେଳ ଧାରଣାରୁ ଅଜଣା ଯୁବକଙ୍କ ମୃତଦେହ ଠାବ

ଭବାନୀପାଟଣା: ଭବାନୀପାଟଣାରୁ ଜୁନାଗଡ଼ ରେଳପଥର ସିଂହଝରନ୍ ନିକଟସ୍ଥ ରେଳ ଧାରଣାରୁ ବୁଧବାର ସକାଳୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଠାବ ହୋଇଛି। ଯୁବକ ଜଣକ ମଙ୍ଗଳବାର ରାତିରେ ଆତ୍ମହତ୍ୟା କରିଥିବା ଅନୁମାନ କରାଯାଉଛି। ମୃତଦେହ ଦେଖି ଗ୍ରାମବାସୀ ସଦର ଥାନାକୁ ଖବର ଦେଇଥିଲେ ମଧ୍ୟ ରେଳବାଇ ପୁଲିସ ଏହାର ତଦନ୍ତ କରିବ ବୋଲି ଜଣାପଡ଼ିଛି। ଖବର ଲେଖାଯିବା ଯାଏଁ ଘଟଣା ସ୍ଥଳରେ ପୁଲିସ ପହଞ୍ଚି ନାହିଁ।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories