www.samajalive.in
Saturday, December 6, 2025
15.1 C
Bhubaneswar

ଚଳିତବର୍ଷ ଭିତରକନିକାକୁ ଆସିଛନ୍ତି ଅଧିକ ବିଦେଶାଗତ ପକ୍ଷୀ

କେନ୍ଦ୍ରାପଡା: ଚଳିତବର୍ଷ ଭିତରକନିକାରେ ବଢିଛି ବିଦେଶାଗତ ପକ୍ଷୀଙ୍କ ସଂଖ୍ୟା।  ଗତବର୍ଷ ତୁଳନାରେ ଭିତରକନିକାରେ ୧୯୩ଟି ଅଧିକ ବିଦେଶ ପକ୍ଷୀ ଙ୍କ ଆଗମନ ହୋଇଛି। ଚଳିତବର୍ଷ ୧ ଲକ୍ଷ ୫୧ ହଜାର ୬୧୪ଟି ବିଦେଶୀ ପକ୍ଷୀ ଆସିଛନ୍ତି। ଚଳିତବର୍ଷ ୧୧୮ ପ୍ରଜାତି ପକ୍ଷୀ ଚିହ୍ନଟ ହୋଇଥିବାବେଳେ ଗତବର୍ଷ ତୁଳନାରେ ୩ କମ୍ ରହିଛନ୍ତି। ତେବେ ୧୮ ତାରିଖରୁ ଭିତରକନିକାରେ ପକ୍ଷୀ ଗଣନା ଆରମ୍ଭ ହୋଇଛି। ରାଜନଗର ବନଖଣ୍ଡର ରାଜ ନଗର, ଗହୀରମଥା, ମହାକାଳପଡା ଏବଂ କୁଜଙ୍ଗ ୫ଟି ରେଞ୍ଜରେ ଗତକାଲିଠାରୁ ପକ୍ଷୀ ଗଣନା କରାଯାଉଛି। ସେପଟେ ଜାନୁୟାରୀ ୧୪ରୁ ଭିତରକନିକାରେ କୁମ୍ଭୀର ଗଣନା ପାଇଁ ୨୨ ତାରିଖ ଯାଏଁ ବନ୍ଦ ରହିଛି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories