www.samajalive.in
Monday, December 8, 2025
27.1 C
Bhubaneswar

ପର୍ଯ୍ୟଟକଙ୍କ ପାଇଁ ୯ ଦିନ ଭିତରକନିକା ବନ୍ଦ

ପଟ୍ଟାମୁଣ୍ଡାଇ : ଶୁକ୍ରବାର ଠାରୁ ବନ୍ଦ ରହିବ ଭିତରକନିକା। ବଉଳା କୁମ୍ଭୀର ଓ ପକ୍ଷୀ ଗଣନା ପାଇଁ ପର୍ଯ୍ୟଟକଙ୍କ ପାଇଁ ୧୩ ତାରିଖ ଅର୍ଥାତ ୯ ଦିନ ଯାଏଁ ଭିତରକନିକା ବନ୍ଦ ରହିବ। କୁମ୍ଭୀର ଗଣନାରେ ବନ ବିଭାଗ ଟିମ୍‌‌ ଓ ବିଶେଷଜ୍ଞ ଦଳ ସାମିଲ ହେବେ। ମହାକାଳପଡା, ରାଜନଗର, ଗହିରମଥା,କନିଆ ସମେତ ସଂଲଗ୍ନ ନଦୀନାଳ ମାନଙ୍କରେ ମଧ୍ୟ ଗଣନା କରାଯିବ।

Hot this week

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ଏମଭି-୨୬ ଗାଁରେ ପୁଲିସ ଛାଉଣୀ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

Related Articles

Popular Categories