www.samajalive.in
Sunday, December 7, 2025
14.1 C
Bhubaneswar

କୁମ୍ଭୀର ପ୍ରଜନନ ସମୟ: ଆଜିଠୁ ୩ ମାସ ଭିତରକନିକା ବନ୍ଦ

ରାଜନଗର : ଭିତରକନିକା ଜାତୀୟ ଉଦ୍ୟାନ ମେ’ ପହିଲାରୁ ବନ୍ଦ ହେବ। କୁମ୍ଭୀର ପ୍ରଜନନ ଋତୁ ଆରମ୍ଭ ହୋଇଛି। ନଦୀ ନାଳରେ ଥିବା କୁମ୍ଭୀର ବସାବାନ୍ଧି ଅଣ୍ଡା ଦେବେ। ସେମାନଙ୍କ ମିଳନପର୍ବ ଓ ଅଣ୍ଡାଦେବା ପ୍ରକ୍ରିୟାରେ ବାଧା ନ ଉପୁଜିବା ପାଇଁ ରାଜନଗର ବନଖଣ୍ଡ ପକ୍ଷରୁ ଜୁଲାଇ ୩୧ ପର୍ଯ୍ୟନ୍ତ ଏହାକୁ ବନ୍ଦ ରଖାଯିବାକୁ ନିର୍ଦ୍ଦେଶ ଜାରି ହୋଇଛି। ମାଆ କୁମ୍ଭୀର ଅଣ୍ଡା ଦେବା ସମୟରେ ଅଧିକ ହିଂସ୍ର ହୋଇ ଉଠିଥାଏ। ଏଥିପାଇଁ ଦେଶ ବିଦେଶର ପର୍ଯ୍ୟଟକଙ୍କୁ ଭିତରକନିକା ଜାତୀୟ ଉଦ୍ୟାନ ଆସିବାକୁ ବାରଣ କରାଯାଇଛି। ସୂଚନାଯୋଗ୍ୟ, ୨୦୨୩ ଅଗଷ୍ଟ ପହିଲାରୁ ୨୦୨୪ ଏପ୍ରିଲ ୩୦ ତାରିଖ ପର୍ଯ୍ୟନ୍ତ ଭିତରକନିକାକୁ ଦେଶ ବିଦେଶରୁ ୬୪,୭୫୧ ଜଣ ପର୍ଯ୍ୟଟକ ଆସିଥିବା ଜଣାପଡ଼ିଛି।

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories