www.samajalive.in
Monday, December 15, 2025
15.1 C
Bhubaneswar

ଆଜିଠୁ ଭିତରକନିକା ବନ୍ଦ

ଡେସ୍କ : ବଉଳା କୁମ୍ଭୀରଙ୍କ ପ୍ରଜନନ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ସୋମବାର ଠାରୁ ପର୍ଯ୍ୟଟକମାନଙ୍କ ପାଇଁ ବନ୍ଦ ରହିଛି। ଏହା ଜୁଲାଇ ମାସ ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ। କୁମ୍ଭୀରମାନେ ପ୍ରଜନନ ସମୟରେ ଅଧିକ ହିଂସ୍ର ହୋଇ ଉଠୁଥିବାରୁ ପର୍ଯ୍ୟଟକମାନଙ୍କ ଆଗମନ ଉପରେ କଟକଣା ଜରି କରାଯାଇଛି । ଏହି ସମୟରେ ମା’ କୁମ୍ଭୀରମାନେ ମଧ୍ୟ ଅଣ୍ତାଦାନ କରିଥାନ୍ତି ।  ସେମାନଙ୍କର ପ୍ରଜନନ ପକ୍ରିୟା ଠାରୁ ଆରମ୍ଭ କରି ଅଣ୍ତାଦାନ ପର୍ଯ୍ୟନ୍ତ କୁମ୍ଭୀର ହିଂସ୍ର ହୋଇଥାନ୍ତି । ସେମାନଙ୍କ ପ୍ରକ୍ରିୟାରେ ବାଧା ଦେଖାଦେଲେ ସେମାନେ ଆକ୍ରମଣ କରିବାକୁ ପଛାଇ ନଥାନ୍ତି। ତେଣୁ ପର୍ଯ୍ୟଟକମାନଙ୍କ ଭିତରକନିକା ଭ୍ରମଣ ଓ ପ୍ରବେଶକୁ ବନ୍ଦ ରଖାଯାଇଛି।
ରାଜନଗର ବନ୍ୟପ୍ରାଣୀ ଡିଭିଜନ ପକ୍ଷରୁ  ଏହି ସୂଚନା ପ୍ରଦାନ କରାଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories