www.samajalive.in
Sunday, December 7, 2025
23.1 C
Bhubaneswar

ଭୋଜପୁରୀ ଅଭିନେତ୍ରୀ ଆକାଂକ୍ଷା ଦୁବେଙ୍କ ଆତ୍ମହତ୍ୟା, ହୋଟେଲରୁ ମୃତଦେହ ଉଦ୍ଧାର

ବାରାଣସୀ: ଭୋଜପୁରୀ ସିନେଜଗତରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଅଭିନେତ୍ରୀ ଆକାଂକ୍ଷା ଦୁବେ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ବାରାଣସୀ ସ୍ଥିତ ସାରନାଥ ଥାନା ନିକଟସ୍ଥ ସୋମେନ୍ଦ୍ର ହୋଟେଲରୁ ଅଭିନେତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମିଳିଥିବା ସୂଚନା ମୁତାବକ, ଆକାଂକ୍ଷା ବାରାଣସୀରେ ଭୋଜପୁରୀ ଚଳଚ୍ଚିତ୍ର ‘ନାୟକ’ର ଶୁଟିଂ କରୁଥିଲେ। ଆତ୍ମହତ୍ୟାର କାରଣ ଏପର୍ଯ୍ୟନ୍ତ ଜଣାପଡ଼ି ନାହିଁ।

- Advertisement -

ଅକାଂକ୍ଷାଙ୍କ ଆତ୍ମହତ୍ୟା ଖବର ପ୍ରଚାରିତ ହେବା ପରେ ଭୋଜପୁରୀ ଚଳଚ୍ଚିତ୍ର ଜଗତରେ ଶୋକର ଛାୟା ଖେଳି ଯାଇଛି। ଆକାଂକ୍ଷା ଦୁବେ ଖୁବ୍ କମ୍ ସମୟ ମଧ୍ୟରେ ଭୋଜପୁରୀ ସିନେମାରେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ।

 

Hot this week

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

Related Articles

Popular Categories