www.samajalive.in
Friday, December 5, 2025
20.1 C
Bhubaneswar

ଥାନାରେ ମେଜର ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର; ତଦନ୍ତରେ କୌଣସି ପକ୍ଷପାତିତା କରାଯିବ ନାହିଁ

ଭୁବନେଶ୍ୱର: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଥାନରେ ନିର୍ଯାତନା ଘଟଣାରେ ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ। ସଂପୃକ୍ତ ପୁଲିସ ଅଧିକାରୀଙ୍କୁ ଖାଲି ନିଲମ୍ବନ ନା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ତାହାକୁ ନେଇ ସବୁଠି ପ୍ରଶ୍ନ ଉଠିଛି। ଘଟଣା ନେଇ କ୍ରାଇମବ୍ରାଞ୍ଚ ଡିଏସପି ନରେନ୍ଦ୍ର ବେହେରା କହିଛନ୍ତି ଯେ ତଦନ୍ତରେ କୌଣସି ପକ୍ଷପାତିତା କରାଯିବ ନାହିଁ। ସେପଟେ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କୁ ରାତି ତମମା ଜେରା କରିଛି କ୍ରାଇମବ୍ରାଞ୍ଚ। ପଚରାଉଚରା ବେଳେ ସମସ୍ତ ତଥ୍ୟର ତର୍ଜମା ଚାଲିଛି।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories