www.samajalive.in
Sunday, December 7, 2025
18.1 C
Bhubaneswar

ଶୋଇଥିବା ଅବସ୍ଥାରେ ସ୍ୱାମୀସ୍ତ୍ରୀଙ୍କୁ ଦୁର୍ବୃତ୍ତଙ୍କ ଆକ୍ରମଣ

ଭୁବନେଶ୍ବର : ଶୋଇଥିବା ଅବସ୍ଥାରେ ଜଣେ ଦୁର୍ବୃତ୍ତ ସ୍ୱାମୀ ସ୍ତ୍ରୀଙ୍କୁ ବିଳମ୍ବିତ ରାତ୍ରିରେ ବ୍ଲେଡରେ ଆକ୍ରମଣ କରିଥିବା ଜଣାପଡ଼ିଛି। ସୂଚନା ଅନୁସାରେ, ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ପାଣ୍ଡରା ଛକରେ ଥିବା କିମ୍ଭିରିଆ ବସ୍ତିର ସତ୍ୟଘନ ସ୍ୱାଇଁ ଓ ତାଙ୍କ ସ୍ତ୍ରୀଙ୍କୁ ବ୍ଲେଡରେ ଆକ୍ରମଣ କରିଥିଲା ଜଣେ ଯୁବକ । ଉଭୟ ସ୍ୱାମୀସ୍ତ୍ରୀଙ୍କୁ ଗୁରୁତର ଅବସ୍ଥାରେ କ୍ୟାପିଟାଲ ହସପିଟାଲରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି। ଯୁବକଜଣକ ନିଶାସକ୍ତ ଅବସ୍ଥାରେ ପ୍ରେମରେ ବିଫଳତା ପାଇଁ ଏଭଳି ନାରକୀୟ କାଣ୍ଡ ଘଟାଇଥିବା କୁହାଯାଉଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି।

Hot this week

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

Related Articles

Popular Categories