www.samajalive.in
Monday, December 8, 2025
27.1 C
Bhubaneswar

ସ୍କୁଟି ଆରୋହୀଙ୍କୁ ଚାପିଦେଲା ହାଇୱା

ଭୁବନେଶ୍ୱର: ବାଲିଅନ୍ତା ଜୟଦେବ ପୀଠ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା। ଜଣେ ସ୍କୁଟି ଆରୋହୀ ଯୁବକଙ୍କୁ ଚାପିଦେଲା ହାଇୱା। ସମ୍ପୃକ୍ତ ଯୁବକଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଯାଇଥିଲା। ମୃତକ ସ୍ଥାନୀୟ ଅଞ୍ଚଳର ହୋଇଥିବାବେଳେ ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଥିବା ସୂଚନା ମିଳିଛି।

Hot this week

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

Related Articles

Popular Categories