www.samajalive.in
Saturday, December 6, 2025
16.1 C
Bhubaneswar

କ୍ୟାମ୍ପସରୁ ସିପାହୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର: ସପ୍ତମ ବାଟାଲିୟନ କ୍ୟାମ୍ପସରୁ ସିପାହୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ୨୦୦୨ ବ୍ୟାଚର ସିପାହୀ ଦୁର୍ଯ୍ୟୋଧନ ମହାନ୍ତି ମୃତଦେହ ଉଦ୍ଧାର କରାଯାଇଛି । ମିଳିଥିବା ସୂଚନା ଅନୁସାରେ ଗଛରେ ରଶି ଲଗାଇ ସେ ଆତ୍ମହତ୍ୟା କରିଛନ୍ତି । ସିପାହୀଙ୍କ ଏଭଳି ମୃତ୍ୟୁ ନେଇ ଖୋଳତାଡ ଜାରି କରୁଛି ପୁଲିସ । ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୈତ୍ରୀବିହାର ଥାନା ପୁଲିସ ତଦନ୍ତ କରୁଛି । ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ।

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories