www.samajalive.in
Friday, December 5, 2025
26.1 C
Bhubaneswar

ବନ୍ଦ ଘରେ ନାବାଳିକାଙ୍କ ଝୁଲନ୍ତା ମୃତଦେହ ଠାବ

ଭୁବନେଶ୍ୱର: ବନ୍ଦ ଘରେ ନାବାଳିକାଙ୍କ ଝୁଲନ୍ତା ମୃତଦେହ ଠାବ ହୋଇଛି । ମଞ୍ଚେଶ୍ୱର ଥାନା ଶ୍ରୀରାମ ନଗର ବସ୍ତିର ଏକ ଘରେ ମୃତଦେହ ଠାବ ହୋଇଛି । ଘର ବାହାରେ ତାଲା ପଡିଥିବା ବେଳେ ଭିତରେ ଝୁଲନ୍ତା ଅବସ୍ଥାରେ ମୃତଦେହ ଦେଖିବାକୁ ମିଳିଛି । ମୃତ ନାବାଳିକ ଜଣଙ୍କ ଉତ୍ତରପ୍ରଦେଶର, ସ୍ଥାନୀୟ ମହିଳାଙ୍କ ଘରେ ରହୁଥିବା ସୂଚନା ମିଳିଛି । ତେବେ ନାବାଳିକା ଜଣଙ୍କ ଆତ୍ମହତ୍ୟା କରିଥିବା ମହିଳା ଅଭିଯୋଗ କରିଛନ୍ତି । ହେଲେ ଏହା ହତ୍ୟା ନା ଆତ୍ମହତ୍ୟା ପୁଲିସ ତଦନ୍ତ ଆରମ୍ଭ କରିଛି ।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories