ଭୁବନେଶ୍ବର: ଚକେଇସିଆଣି ଗଙ୍ଗୁଆ ନାଳରେ ଅଘଟଣ। ଗଙ୍ଗୁଆ କେନାଲରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଗଙ୍ଗୁଆ ନାଳରେ ଯୁବକ ଜଣକ ବୁଡ଼ି ଯାଇଥିବା ଖବର ପାଇବା ପରେ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ଖୋଜାଖୋଜି ଆରମ୍ଭ କରିଥିଲେ। ବହୁତ ସମୟ ଧରି ଖୋଜାଖୋଜି ପରେ ଯୁବକଙ୍କ ମୃତଦେହକୁ ଅଗ୍ନିଶମ ବାହିନୀ ଉଦ୍ଧାର କରିଥିଲା। ମୃତ ଯୁବକଙ୍କ ସ୍ଥାନୀୟ ଅଞ୍ଚଳର ହୋଇଥିବା ଜଣାପଡ଼ିଛି।
Popular Categories



