www.samajalive.in
Saturday, December 6, 2025
14.1 C
Bhubaneswar

ଘରୋଇ ଇଞ୍ଜିନିୟରିଂ କଲେଜରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଡିଜିଟାଲ ଡେସ୍କ: ଭୁବନେଶ୍ୱର ଜାଗମରା ସ୍ଥିତ ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରୁଛନ୍ତି । ଅନେକ ଛାତ୍ରଛାତ୍ରୀ ଆହତ ହୋଇଥିବାରୁ ସେମାନଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି । ଆମ୍ବୁଲାନ୍ସ ଯୋଗେ ଆହତ ଛାତ୍ରଛାତ୍ରୀ ଓ କର୍ମଚାରୀଙ୍କୁ ମେଡିକାଲ ନିଆଯାଉଛି । ସୂଚନା ଅନୁସାରେ କ୍ଲାସରୁମରେ ୧୦୦ରୁ ଅଧିକ ଛାତ୍ରଛାତ୍ରୀମାନଙ୍କୁ ନେଇ ଏକ ଟ୍ରେନିଂ କାର୍ଯ୍ୟକ୍ରମ ଚାଲିଥିବା ବେଳେ ଏସି କମ୍ପ୍ରେସର ଫାଟିଯିବାରୁ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି । ଅଗ୍ନିଶମ ବାହିନୀର ୩ଟି ଗାଡି ନିଆଁଲିଭା କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories