www.samajalive.in
Saturday, December 6, 2025
26.1 C
Bhubaneswar

ଆଜି ଭୁବନେଶ୍ବର ମହାନଗର ନିଗମ(ବିଏମ୍‌ସି) ଅଞ୍ଚଳରେ ୧୦୬୨ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୯୯୬

ଭୁବନେଶ୍ବର: ଆଜି ଭୁବନେଶ୍ବର ମହାନଗର ନିଗମ(ବିଏମ୍‌ସି) ଅଞ୍ଚଳରେ ୧୦୬୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ବାରେଣ୍ଟାଇନ କେସ ୧୭୨ ଏବଂ ଲୋକାଲ କଣ୍ଟାକ୍ଟ କେସ ୮୯୦ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କୁ ମିଶାଇ ବିଏମ୍‌ସି ଅଞ୍ଚଳରେ ୭୦୯୬୪ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୫୭୮୨୭ଜଣ ସୁସ୍ଥ ହୋଇଛନ୍ତି ଏବଂ ୧୨୭୯୫ଜଣ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଆଜି ସୁଦ୍ଧା ୩୨୧ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ବୋଲି ବିଏମ୍‌ସି ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

Hot this week

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

Related Articles

Popular Categories