www.samajalive.in
Saturday, December 6, 2025
26.1 C
Bhubaneswar

ଆଜି ଭୁବନେଶ୍ବରର ମହାନଗର ନିଗମ ଅଞ୍ଚଳରେ ୮୨୩ କରୋନା ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ ୭୦୯

ଭୁବନେଶ୍ବର: ଆଜି ଭୁବନେଶ୍ବର ମହାନଗର ନିଗମ ଅଞ୍ଚଳ(ବିଏମ୍‌ସି)ରେ ୮୨୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ବାରେଣ୍ଟାଇନ୍‌ କେସ୍‌ ୧୫୦ ଓ ଲୋକାଲ୍‌ କଣ୍ଟାକ୍ଟ କେସ୍ ୬୭୩ ଚିହ୍ନଟ ହୋଇଛି। ଆଜି ସୁଦ୍ଧା ଭୁବନେଶ୍ବରରେ ୪୭୧୪୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ସେଥିମଧ୍ୟରୁ ୩୮୩୧୬ଜଣ ସୁସ୍ଥ ହୋଇଛନ୍ତି। ଆଜି ସୁଦ୍ଧା ଭୁବନେଶ୍ବରର ବିଭିନ୍ନ ମେଡ଼ିକାଲ୍‌ରେ ୮୪୯୦ ଚିକିତ୍ସିତ ହେଉଥିବାବେଳେ କରୋନା ଆକ୍ରାନ୍ତ ହୋଇ ୨୬୮ଜଣଙ୍କ ମୃତ୍ୟୁ ହୋଇଛି ବୋଲି ବିଏମ୍‌ସି ପକ୍ଷରୁ ଟ୍ବିଟ୍‌ ଯୋଗେ ସୂଚନା ଦିଆଯାଇଛି। ଆଜି ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ନୟାପଲ୍ଲୀରୁ ସର୍ବାଧିକ ୭୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେହିପରି ପଟିଆରୁ ୫୮, ପୁରୁଣା ଭୁବନେଶ୍ବରରୁ ୪୬, ଚନ୍ଦ୍ରଶେଖରପୁରରୁ ୪୨ ଚିହ୍ନଟ ହୋଇଛନ୍ତି। ଭୁବନେଶ୍ବରରେ ଲୋକାଲ୍‌ କଣ୍ଟାକ୍ଟ କେସ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି, ଯାହା ବିଏମ୍‌ସି ପାଇଁ ଚିନ୍ତାର କାରଣ ପାଲଟିଛି।

- Advertisement -

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories