www.samajalive.in
Sunday, December 7, 2025
14.1 C
Bhubaneswar

ବନ୍ଦ ହେବ ଭୁବନେଶ୍ଵର-ଦୁବାଇ ବିମାନ ସେବା

ଭୁବନେଶ୍ଵର: ବନ୍ଦ ହେବ ଭୁବନେଶ୍ଵର-ଦୁବାଇ ବିମାନ ସେବା। ଇଣ୍ଡିଗୋ ପକ୍ଷରୁ ଭୁବନେଶ୍ଵର-ଦୁବାଇ ବିମାନ ସେବାକୁ ବନ୍ଦ କରି ଦିଆଯିବ। ଆସନ୍ତା ଅକ୍ଟୋବର ୨୪ ତାରିଖରୁ ଏହି ରୁଟରେ କମ୍ପାନୀ ଏହାର ସେବା ବନ୍ଦ କରିବା ନେଇ ସୂଚନା ମିଳିଛି। ଏହି ରୁଟରେ ଇଣ୍ଡିଗୋ ବିମାନ ସପ୍ତାହକୁ ୩ ଥର ଚଳାଚଳ କରୁଥିଲା। ତେବେ ଦୁବାଇ ଯିବାକ ଚାହୁଁଥିବା ଯାତ୍ରୀମାନେ ଭାୟା ଆବୁଧାବି ଦେଇ ଯାତ୍ରା କରିପାରିବେ। କିମ୍ବା ଯାତ୍ରୀମାନେ ଭୁବନେଶ୍ଵରରୁ ଦେଶର ଅନ୍ୟ ସହରକୁ ଯାଇ ସେଠାରୁ ଦୁବାଇକୁ ଥିବା ସିଧାସଳଖ ବିମାନ ସେବା ହାସଲ କରିପାରିବେ। ୨୦୨୩ ମସିହା ମେ ମାସରୁ ଭୁବନେଶ୍ଵର-ଦୁବାଇ ମଧ୍ୟରେ ସିଧାସଳଖ ବିମାନ ସେବା ଆରମ୍ଭ କରାଯାଇଥିଲା।

Hot this week

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

Related Articles

Popular Categories