www.samajalive.in
Tuesday, December 9, 2025
26.1 C
Bhubaneswar

ଭୁବନେଶ୍ୱରରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ

ଭୁବନେଶ୍ୱର: ମାଲବାହୀ ଟ୍ରେନର ଗୋଟିଏ ବଗି ଲାଇନଚ୍ୟୁତ ହୋଇଛି । ଭୁବନେଶ୍ୱର ରେଳଷ୍ଟସନ ଅତିକ୍ରମ କରି କଟକ ଅଭିମୁଖେ ଯାଉଥିବାବଳେ ଲାଇନଚ୍ୟୁତ ହୋଇଥିବା ପୂର୍ବତଟ ରେଳବାଇ ପକ୍ଷରୁ ସୂଚନା ଦିଆଯାଇଛି । ଟ୍ରେନ ଲାଇନଚ୍ୟୁତ ହେବା ପରେ କୌଣସି କ୍ଷୟକ୍ଷତି ହୋଇନଥିବା ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Hot this week

ଭାରତର ପ୍ରଥମ ଉଇକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ପ୍ରଥମ ଝଟ୍‌କା ଲାଗିଛି।...

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

Related Articles

Popular Categories