ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ବଡ ଧରଣର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପକ୍ଷରୁ ଚଢାଉ କରାଯାଇଛି । ଆଦର୍ଶ ଚିଟଫଣ୍ଡ ଠକେଇ ଘଟଣାରେ ଛାନଭିନ୍ କରିଛି ଇଡି । ନିକୁଞ୍ଜ ସାମନ୍ତରାୟଙ୍କ ନୟାପଲ୍ଲୀ ସ୍ଥିତ ଘରେ ଚଢାଉ ହୋଇଛି । ପୂର୍ବରୁ ଠକେଇର ମୁଖ୍ୟ ଅଭିଯୁକ୍ତଙ୍କୁ ୪ବର୍ଷ ଜେଲ ଦଣ୍ଡ ଶୁଣାଇଛନ୍ତି କୋର୍ଟ ।



