ଜୁନ୍ ୬ରୁ ଆରମ୍ଭ ହେବ ‘ଭୁବନେଶ୍ୱର ଫିଲ୍ମ ଫେଷ୍ଟିଭାଲ‘

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଜୟଦେବ ଭବନଠାରେ ଆସନ୍ତା ୬ତାରିଖରୁ ୯ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଯାଉଛି । ଭୁବନେଶ୍ୱର ଫିଲ୍ମ ଫେଷ୍ଟିଭାଲ’ର (ବିଏଫ୍ଏଫ୍) ଦ୍ୱିତୀୟ ସଂସ୍କରଣ। ଚାରିଦିନ ବ୍ୟାପି ଚାଲିବାକୁ ଥିବା ଏହି କାର୍ଯ୍ୟକ୍ରମରେ ଓଡ଼ିଆ ସହିତ ୯ଟି ଭାଷାର କ୍ଲାସିକ୍ ଚଳଚ୍ଚିତ୍ର ପ୍ରଦର୍ଶନ କରାଯିବ। ପ୍ରତିଦିନ ସକାଳ ୧୦ଟାରୁ ସନ୍ଧ୍ୟା ପର୍ଯ୍ୟନ୍ତ ବିଭିନ୍ନ ଚଳଚ୍ଚିତ୍ରର ସ୍କ୍ରିନିଂ ହେବ। ଏହି କାର୍ଯ୍ୟକ୍ରମଓଡ଼ିଆ ସିନେପ୍ରେମୀଙ୍କ ପାଇଁ ଖୋଲା ରହିବ। ଭୁବନେଶ୍ୱର ଫିଲ୍ମ ସର୍କଲ ପକ୍ଷରୁ ୨୦୨୪ରେ ’ଭୁବନେଶ୍ୱର ଫିଲ୍ମ … Continue reading ଜୁନ୍ ୬ରୁ ଆରମ୍ଭ ହେବ ‘ଭୁବନେଶ୍ୱର ଫିଲ୍ମ ଫେଷ୍ଟିଭାଲ‘