www.samajalive.in
Friday, December 5, 2025
26.1 C
Bhubaneswar

ନିଶାଦେଇ ନାବାଳିକାକୁ ଅପହରଣ ଉଦ୍ୟମ

ସମାଜ ଡିଜିଟାଲ ଡେସ୍କ: ରାଜଧାନୀରେ ଚାଞ୍ଚଲ୍ୟ । ଭୁବନେଶ୍ୱରରେ ଦୁଇ ଯୁବକ ନିଶାଶକ୍ତ ଅବସ୍ଥାରେ ଜଣେ ନାବାଳିକାକୁ ଅପହରଣ କରିବାକୁ ଉଦ୍ୟମ କରିଥିଲେ । ହେଲେ ସ୍ଥାନୀୟ ଲୋକେ ମୁମୂର୍ଷ ଅବସ୍ଥାରେ ନାବାଳିକା ଉଦ୍ଧାର କରିଛନ୍ତି । ଗତକାଲି ବିଳମ୍ବିତ ରାତିରେ ଦୁଇ ଯୁବକଙ୍କ ଉପରେ ସନ୍ଦେହ ହେବାରୁ ସ୍ଥାନୀୟ ଲୋକେ ଅଟକାଇଥିଲେ । ପରେ ନାବାଳିକାକୁ ଉଦ୍ଧାର କରି ପୁଲିସକୁ ଖବର ଦେଇଥିଲେ । ଦୁଇ ଯୁବକ ପଶ୍ଚିମବଙ୍ଗର ହୋଇଥିବା ବେଳେ ରାଜଧାନୀରେ ଶ୍ରମିକ ଭାବରେ କାମ କରୁଥିଲେ । ପୁଲିସ ନାବାଳିକାକୁ ଚିକିତ୍ସା ପାଇଁ ଏମ୍ସ ପଠାଇଛି । ଦୁଇ ଯୁବକଙ୍କୁ ଖଣ୍ଡଗିରି ଥାନା ପୁଲିସ ଅଟକ ରଖି ତଦନ୍ତ କରୁଛି ।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories