www.samajalive.in
Sunday, December 14, 2025
26.1 C
Bhubaneswar

ଡ଼ଷ୍ଟବିନ୍‍ରୁ ମିଳିଲା ମଣିଷ ଖପୁରୀ ଓ ହାଡ଼ , ରାଜଧାନୀରେ ଚାଞ୍ଚଲ୍ୟ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରର ଆଇଆରସି ଭିଲେଜ ଅଞ୍ଚଳରେ ଏକ ଡ଼ଷ୍ଟବିନରୁ ଶୁକ୍ରବାର ମଣିଷର ଖପୁରୀ ଓ ହାଡ଼ ଠାବ ହୋଇଛି। ଏହି ଘଟଣାକୁ ନେଇ ରାଜଧାନୀରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଶୁକ୍ରବାର ସକାଳେ ସମୟରେ ସଫେଇ କର୍ମଚାରୀମାନେ ଉକ୍ତ ଅଞ୍ଚଳରେ ସଫା କରୁଥିଲେ। ଏହି ସମୟରେ ଏକ ଅଳିଆ ଗଦାରେ ମଣିଷ ଖପୁରୀ ଓ ହାଡ଼ ପଡ଼ିଥିବା ଦେଖି ଭୟଭୀତ ହୋଇଯାଇଥିଲେ। ଏହା ଦେଖି ସେମାନେ ପୁଲିସକୁ ଖବର ଦେଇଥିଲେ। ନୟାପଲ୍ଲୀ ପୁଲିସ ଓ ସାଇଣ୍ଟିଫିକ ଟିମ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories