www.samajalive.in
Saturday, December 13, 2025
14.1 C
Bhubaneswar

ଉତ୍କଳ ହସ୍ପିଟାଲ ନୂଆ ରୋଡରେ ସିରିଜ ଦୁର୍ଘଟଣା; ଜଣେ ଗୁରୁତର

ଭୁବନେଶ୍ୱର: ଉତ୍କଳ ହସ୍ପିଟାଲ ନୂଆ ରୋଡରେ ସିରିଜ ଦୁର୍ଘଟଣା ଘଟିଛି ସ୍କୁଟି ସହ ଅନ୍ୟ ଏକ କାରକୁ ଗୋଟିଏ କାର୍ ଧକ୍କା ଦେବା ଫଳରେ ଦୁର୍ଘଟଣାରେ ସ୍କୁଟି ଚାଳକ ଗୁରୁତର ହୋଇଛନ୍ତି । ଗୁରୁତର ଅବସ୍ଥାରେ ଚାଳକ ଜଣଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ଦୁର୍ଘଟଣାରେ କାର୍‌ ଡ୍ରାଇଭର ଖସି ପଳାଇବାକୁ ଉଦ୍ୟମ ବେଳେ ସ୍ଥାନୀୟ ଲୋକ କାର୍ ଡ୍ରାଇଭରକୁ କାବୁ କରିଛନ୍ତି ସନ୍ଧ୍ୟା ସମୟରେ ପ୍ରଥମେ ସ୍କୁଟିଟିକୁ ଧକ୍କା ଦେଇଥିଲା କାର୍ ପରେ ଦୁର୍ଘଟଣା ଘଟାଇ ସେଠାରୁ ଖସି ପଳାଇବାକୁ ଉଦ୍ୟମ ବେଳେ ଆଉ ଏକ କାରକୁ ଧକ୍କା ଦେଇଥିଲେ ଦୁର୍ଘଟଣା ଘଟାଇଥିବା କାରର ଡ୍ରାଇଭରକୁ ଅଟକ ରଖି ପୁଲିସର ଜିମା ଦେଇଛନ୍ତି ଲୋକ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଗାଡ଼ିକୁ ଜବତ କରି ତଦନ୍ତ ଜାରି ରଖିଛି

Hot this week

ଶନିବାର ରାଶିଫଳ: ଈପ୍‌ସିତ ଅର୍ଥ ପ୍ରାପ୍ତିର ସୂଚନା

ମେଷ: ଧୈର୍ଯ୍ୟ ଓ ସାହସ ସଞ୍ଚୟ କରି ଆଶୁ ବିପଦର ମୁକାବିଲା କରିପାରନ୍ତି।...

ସାବଧାନ, ଅଣ୍ଡା ଖାଇଲେ ହେଉଛି କ୍ୟାନସର!

ଶୀତ ଋତୁରେ ଅଧିକାଂଶ ଲୋକ ଅଣ୍ଡା ଖାଆନ୍ତି। ଅଣ୍ଡାରେ ପ୍ରୋଟିନ୍, କ୍ୟାଲସିୟମ୍...

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

Related Articles

Popular Categories