୮ ତାରିଖରେ ପ୍ରକାଶ ପାଇବ +୨ କଳା ରେଜଲ୍ଟ

ଭୁବନେଶ୍ୱର: ଆସନ୍ତା ୮ ତାରିଖରେ ପ୍ରକାଶ ପାଇବ +୨ କଳା ରେଜଲ୍ଟ । କଳା ସହ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇବା ନେଇ ସୂଚନା ଦିଆଯାଇଛି । ସୋମବାର ଅପରାହ୍ଣ ୪ଟାରେ ପରୀକ୍ଷାଫଳ ପ୍ରକାଶ ପାଇବା ସହ ପରୀକ୍ଷାର୍ଥୀ ମାନେ ନିଜର ରେଜଲ୍ଟ ଦେଖିପାରିବେ । www.odisharesults.nic.inରେ ରେଜଲ୍ଟ ଉପଲବ୍ଧ ହେବ ବୋଲି କୁହାଯାଇଛି । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ପରୀକ୍ଷାଫଳ ପ୍ରକାଶ ପାଇବା ନେଇ କୁହାଯାଇଛି ।

Comments are closed.