ଭୁବନେଶ୍ୱର : ଆଜି ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ଦିନରେ ପ୍ରଶ୍ନକାଳ ଆରମ୍ଭ ପୂର୍ବରୁ ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଗୃହ ମୁଲତବୀ ହୋଇଛି। ବାଚସ୍ପତିଙ୍କ ରୁଲିଂକୁ ନେଇ ବିରୋଧୀଙ୍କ ହୋହଲ୍ଲା ଆରମ୍ଭ ହେବା ଫଳରେ ଦିନ ୧୧ଟା ୩୦ ଯାଏଁ ବାଚସ୍ପତି ସୂର୍ୟ୍ୟନାରାୟଣ ପାତ୍ର ଗୃହ ମୁଲତବୀ କରିଛନ୍ତି।
Popular Categories



