www.samajalive.in
Sunday, December 7, 2025
18.1 C
Bhubaneswar

କଳିଙ୍ଗ ଷ୍ଟାଡିୟମରେ ଉନ୍ମୋଚିତ ହେଲା ଜୁନିଅର ମହିଳା ବିଶ୍ୱକପ୍ ଲୋଗୋ

ଭୁବନେଶ୍ୱର: କଳିଙ୍ଗ ଷ୍ଟାଡିୟମରେ ଉନ୍ମୋଚିତ ହେଲା ଜୁନିଅର ମହିଳା ବିଶ୍ୱକପ୍‌ ଲୋଗୋ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଲୋଗୋ ଉନ୍ମୋଚନ କରିଥିବା ବେଳେ, ଏହି ଅବସରରେ ଭାରତୀୟ ଖେଳାଳିଙ୍କ ସହ ମୁଖ୍ୟମନ୍ତ୍ରୀ ଫଟୋ ଉଠାଇଛନ୍ତି । ଫିଫା ୧୭ ବର୍ଷରୁ କମ୍‌ ମହିଳା ବିଶ୍ୱକପ୍‌ ଇଣ୍ଡିଆ ୨୦୨୨ ଲୋଗୋ ଉନ୍ମୋଚନ ସମୟରେ ଫିଫାର କର୍ମକର୍ତ୍ତା ମାନେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ । ତାହା ସହ ଓଡ଼ିଶା ସରକାର ଓ କ୍ରୀଡ଼ା ବିଭାଗକୁ ମଧ୍ୟ ଫିଫା ପକ୍ଷରୁ ପ୍ରଶଂସା କରାଯାଇଥିଲା । ସେପଟେ ଆରମ୍ଭ ହୋଇଛି ସ୍କୁଲ ଫୁଟବଲ କାର୍ଣ୍ଣିଭାଲ । ୬୦ ହଜାର ସ୍କୁଲ ପିଲାଙ୍କୁ ନେଇ ଫୁଟବଲ କାର୍ଣ୍ଣିଭାଲ କରାଯାଇଛି । ପୂର୍ବରୁ ମଧ୍ୟ କ୍ରୀଡ଼ା ବିଭାଗ ପକ୍ଷରୁ ଓଡ଼ିଶାରେ ଖେଳାଳିମାନଙ୍କୁ ସ୍ୱତନ୍ତ୍ର ସୁବିଧା ଯୋଗାଇ ଦିଆଯାଇଛି । ସମସ୍ତ କ୍ରୀଡ଼ା କ୍ଷେତ୍ରରେ ରାଜ୍ୟ ସରକାର ରାଜ୍ୟର ଖେଳାଳି ମାନଙ୍କୁ ପ୍ରୋଚ୍ଛାହିତ କରିଛନ୍ତି ।

ମାଙ୍କଡ଼ କରୁଛି ବାଇକ୍‌ ରେସିଂ; ଦେଖନ୍ତୁ ଏହି ମଜାଦାର ଭିଡିଓ

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories