www.samajalive.in
Saturday, December 6, 2025
26.1 C
Bhubaneswar

ନନ୍ଦନକାନନର ଧଳାବାଘ ‘ବିଜୟା’ ଅସୁସ୍ଥ

ଭୁବନେଶ୍ୱର: ନନ୍ଦନକାନନରେ ଧଳାବାଘ ‘ବିଜୟା’ ଅସୁସ୍ଥ ହୋଇପଡ଼ିଛି । ବୟସାଧିକ କାରଣରୁ ବାଘୁଣୀ ‘ବିଜୟା’ର ସ୍ୱାସ୍ଥ୍ୟ ଖରାପ ଥିବା ନନ୍ଦନକାନନ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ବିଜୟାକୁ କ୍ବାରେଣ୍ଟିନରେ ରଖି ତାର ଚିକିତ୍ସା କରାଯାଉଛି । ବାଘ ବିଜୟର ଚିକିତ୍ସା ପାଇଁ ସ୍ୱତନ୍ତ୍ର ଟିମ୍‌ ରହିଛନ୍ତି । ତାର ସ୍ୱାସ୍ଥ୍ୟ ଉପରେ ଧ୍ୟାନ ରଖାଯାଇଛି । ବିଶେଷ କରି ନନ୍ଦନକାନନରେ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିଥାଏ ଧଳା ବାଘ । ଏହି ବାଘକୁ ଦେଖିବାକୁ ପର୍ଯ୍ୟଟକଙ୍କ ଗହଳି ନନ୍ଦନକାନନରେ ଲାଗି ରହିଥାଏ ।

Hot this week

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

Related Articles

Popular Categories