www.samajalive.in
Saturday, December 6, 2025
23.1 C
Bhubaneswar

ସାଢେ ୧୧ଟା ଯାଏଁ ଗୃହ ମୁଲତବି

ଭୁବନେଶ୍ୱର : ସୋମବାର ବିଧାନସଭାରେ ପ୍ରଶ୍ନକାଳ ଆରମ୍ଭ ପୂର୍ବରୁ ଧାନ କିଣା ପ୍ରସଙ୍ଗକୁ ନେଇ ହଟ୍ଟଗୋଳ ହେବା ଯୋଗୁଁ ସାଢେ ୧୧ଟା ଯାଏଁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗୃହ ମୁଲତବି ଘୋଷଣା କରିଛନ୍ତି। ମଣ୍ଡିରୁ ଧାନ ନ ଉଠିବା ପ୍ରତିବାଦ କରି ବିରୋଧୀଙ୍କ ହୋହଲା ସହ ଧାନ ମଣ୍ଡି ଅବ୍ୟବସ୍ଥା ସମ୍ପର୍କିତ ମୁଲତବୀ ନୋଟିସ ଅଗ୍ରାହ୍ୟ ଯୋଗୁଁ ହଙ୍ଗାମା ହେବାରୁ ଗୃହ ମୁଲତବି ଘୋଷଣା କରାଯାଇଛି।

Hot this week

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

Related Articles

Popular Categories