www.samajalive.in
Thursday, December 11, 2025
13.1 C
Bhubaneswar

୩ ବାଘଛାଲ ଜବତ; ୩ ଗିରଫ

ଭୁବନେଶ୍ୱର: ଝାରସୁଗୁଡ଼ା ଓ ସମ୍ବଲପୁର ପୁଲିସକୁ ବଡ଼ ସଫଳତା ମିଳିଛି । ମିଳିତ ଭାବେ ଚଢ଼ାଉ କରି ୩ଟି କଲରାପତରିଆ ବାଘ ଛାଲ ସହ ୩ଜଣଙ୍କୁ ଗିରଫ କରିଛି ପୁଲିସ । ମିଳିଥିବା ସୂଚନା ଅନୁଯାୟୀ, ଗୁଇନ୍ଦା ସୂତ୍ରରୁ ଖବର ପାଇ ଏସଟିଏଫ୍‌ ପକ୍ଷରୁ ଚଢ଼ାଉ କରାଯାଇଥିଲା । ଫଳରେ ଚଢ଼ାଉ ସମୟରେ ୩ଟି କଲରାପତରିଆ ବାଘଛାଲ ସହ ୩ଜଣ ମାଫିଆଙ୍କୁ ଗିରଫ କରିବାରେ ସଫଳ ହୋଇଛି ପୁଲିସ । ସମସ୍ତ ୩ ଅଭିଯୁକ୍ତ ମାନଙ୍କ ଘର ଝାରସୁଗୁଡ଼ା, ବଲାଙ୍ଗୀର ଓ ସମ୍ବଲପୁରରେ ହୋଇଥିବା ସୂଚନା ମିଳିଛି ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories