www.samajalive.in
Saturday, December 6, 2025
26.1 C
Bhubaneswar

ଇଡିରେ ହାଜର ହୋଇପାରନ୍ତି ପ୍ରଯୋଜକ ଅକ୍ଷୟ ପରିଜା

ଭୁବନେଶ୍ୱର: ଇଡିରେ ହାଜର ହୋଇପାରନ୍ତି ପ୍ରଯୋଜକ ଅକ୍ଷୟ ପରିଜା । ଆଜି ପ୍ରବର୍ତ୍ତନ ନିର୍ଦେଶାଳୟର କାର୍ଯ୍ୟାଳୟରେ ଅକ୍ଷୟ ହାଜର ହେବା ନେଇ ସୂଚନା ମିଳିଛି । ଅର୍ଚ୍ଚନା ନାଗ ବ୍ଲାକମେଲିଂ ମାମଲାରେ ଇଡି ଅକ୍ଷୟଙ୍କୁ ପଚରାଉଚରା କରିପାରେ । ଏନେଇ ପ୍ରବର୍ତ୍ତନ ନିର୍ଦେଶାଳୟ ପକ୍ଷରୁ ତାଙ୍କୁ ସମନ ହୋଇଥିଲା । ହେଲେ ଅକ୍ଷୟଙ୍କ ବଦଳରେ ତାଙ୍କ ଓକିଲ ଆଜି ଭୁବନେଶ୍ୱର ସ୍ଥିତ ଇଡି କାର୍ଯ୍ୟାଳୟରେ ପହଞ୍ଚିଥିଲେ । ପ୍ରଯୋଜକ ଅକ୍ଷୟ ପରିଜା ଏଯାଏଁ ଇଡି କାର୍ଯ୍ୟାଳୟରେ ହାଜର ହୋଇନଥିବା ଜଣାପଡ଼ିଛି । ପୂର୍ବରୁ ବ୍ଲାକମେଲିଂ କ୍ବିନଙ୍କ ନାଁରେ ଥାନାରେ ଅଭିଯୋଗ ଆଣିଥିଲେ ପ୍ରଯୋଜକ ଅକ୍ଷୟ ପରିଜା । ନୟାପଲ୍ଲୀ ଥାନାରେ ଅକ୍ଷୟ ପରିଜା ଅର୍ଚ୍ଚନାଙ୍କ ନାଁରେ ଅଭିଯୋଗ କରିଥିଲେ ।

Hot this week

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

Related Articles

Popular Categories